ପର୍କାସିତ 13:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ପର୍ମେସର୍ ଲକ୍ମନର୍ ସଙ୍ଗ୍ ଜୁଇଦ୍ କରି ସେମନ୍କେ ଆରାଇବାକେ ତାକେ ଅଦିକାର୍ ଦିଆଅଇଲା । ସବୁ ବଁସର୍ ଉପ୍ରେ, ରାଇଜର୍ ଉପ୍ରେ, ବାସା ଉପ୍ରେ ଆରି ଜାତିର୍ ପାଇ ତାକେ ଅଦିକାର୍ ଦିଆଅଇଲା । အခန်းကိုကြည့်ပါ။ |
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।