ପର୍କାସିତ 13:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଦର୍ତନିଟାନେ ରଇବା ସବୁଲକ୍ ତାକେ ଜୁଆର୍କର୍ବାଇ । ଜିବନ୍ ରଇବା ଲକ୍ମନର୍ ବଇଟାନେ ନାଉଁ ଲେକାଅଇରଇବା ଲକ୍ମନ୍ସେ ତାକେ ଜୁଆର୍ ନ କରତ୍ । କାଇଟା ତିଆର୍ ନ ଅଇରଇବା ଆଗ୍ତୁ ଲେକା ଅଇଜାଇରଇଲା । ସେ ବଇ ମରାଇଜାଇରଇବା ମେଣ୍ଡାପିଲାର୍ଟା । အခန်းကိုကြည့်ပါ။ |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।