1 ତାର୍ପଚେ ମୁଇ ସିୟନ୍ ପର୍ବତେ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ସଙ୍ଗ୍ ୧୪,୪୦୦୦ ଲକ୍ମନ୍ ରଇଲାଇ । ତାକର୍ କାପାଲେ ମେଣ୍ଡାପିଲାର୍ ନାଉଁ ଆରି ତାର୍ ବାବାର୍ ନାଉଁ ଲେକିରଇଲାଇ ।
“ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
ଜେନ୍ତିକି ସାସ୍ତରେ ଲେକାଆଚେ, ଦେକା ଆମେ ସିୟନେ ଗଟେକ୍ ବାଦାପାକାଇବା ପାକ୍ନା ଆରି ଅଟ୍କାଇବା ରାଙ୍ଗ୍ନିପାକ୍ନା ସଙ୍ଗଇଲୁ ଆଚୁ, ତେଇ ଲକ୍ମନ୍ ଜଟିଆଇ ଅଇ ଅଦର୍ବାଇ । ମାତର୍ ଜେ ତାକେ ବିସ୍ବାସ୍ କର୍ସି, ସେ କେବେ ମୁର୍ମୁରା ନ ଅଏ ।
ତାର୍ପଚେ ମୁଇ ଦେକ୍ଲି, ଏଦେ ଦେକା ! ଗଟେକ୍ ଦବ୍ ବାଦଲ୍ ଡିସ୍ଲା । ଆରି ଗଟେକ୍ ନର୍ପାରା ଡିସ୍ବା ବାଦଲ୍ ଉପ୍ରେ ବସିରଇଲା । ତାର୍ ମୁଣ୍ଡେ ସୁନାର୍ ମୁକୁଟ୍ ଆରି ଆତେ ଗଟେକ୍ ଗଜିଆ ଇଲା ଦାରିରଇଲା ।
ସେ ୧୪୪,୦୦୦ ଲକ୍ମନ୍ ବସ୍ବା ଜାଗାର୍ ଚାର୍ଟା ବଁଚିରଇବା ପସୁମନର୍, ପାର୍ଚିନ୍ମନର୍ ମୁଆଟେ ଟିଆଅଇଲାଇ । ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । ସେମନ୍ ଆକା ସେ ଗିତ୍ ଜାନିରଇଲାଇ । ସେମନ୍ସେ ମୁକ୍ତି ପାଇରଇବା ଲକ୍ମନ୍ ।
ତାର୍ପଚେ ସୁକଲ୍ ତମୁ ରଇବା ସରଗର୍ ମନ୍ଦିର୍ ଉଗାଡି ଅଇରଇବାଟା ମୁଇ ଦେକ୍ଲି ।
ସେମନ୍ ତାକେ ଦେକ୍ବାଇ ଆରି ତାର୍ ନାଉଁ ସେମନର୍ କାପାଲେ ଲେକାଅଇ ରଇସି ।
ଜେ ଜିତ୍ସି, ମୁଇ ତାକେ ଆମର୍ ପର୍ମେସରର୍ ମନ୍ଦିରର୍ ମୁଲ୍ଡେଲି କର୍ବି । ଆରି ସେମନ୍ ତେଇଅନି କେବେ ମିସା ଚାଡି ନ ଜାଅତ୍ । ତାକର୍ ଉପ୍ରେ ମୁଇ, ମର୍ ପର୍ମେସରର୍ ନଅରର୍ ନାଉଁ ଆରି ନୁଆ ଜିରୁସାଲମର୍ ନାଉଁ ଲେକ୍ବି । ସେଟା ମର୍ ପର୍ମେସରର୍ ଟାନେଅନି ସର୍ଗେଅନି ଉତ୍ରି ଆଇସି । ତାକର୍ ଉପ୍ରେ ମିସା ମର୍ ନୁଆ ନାଉଁ ଲେକ୍ବି ।
ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।
ତେଇ ମୁଇ ଦେକ୍ଲି, ଏଦେ ଦେକା ! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା ।