ପର୍କାସିତ 14:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେମନ୍ ପର୍ମେସରର୍ ମଦ୍ କାଇବାଇ । ଜନ୍ଟାକି ପାନି ଗାବିକରି ଚପ୍ରା ନ କଲାଟା । ତାର୍ ଡର୍ ଲାଗ୍ବା ଡଣ୍ଡ୍ ଆରି ବଡ୍ ରିସା ସେମନ୍ ମୁରଚ୍ବାଇ । ସେମନ୍କେ କାଇ ଦୟା ନ ଦେକାଅତ୍ । ସୁକଲ୍ ଦୁତ୍ମନର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଗନ୍ଦ୍ଟାନେ ପଡିକରି ବେସି ଦୁକ୍ କସ୍ଟ ପାଇବାଇ । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।