ପର୍କାସିତ 14:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜଇଟାନେଅନି ଆଇବା ଦୁଆଁ, ଜନ୍ଟାକି ସେମନ୍କେ ଦୁକ୍ କସ୍ଟ ଦେଲାନି, ସେଟା କାଲ୍ କାଲ୍ ଜୁଗ୍ ଜୁଗ୍ ଉପ୍ରେ ଜାଇତେ ରଇସି । ପସୁକେ କି ତାର୍ ମୁର୍ତିକେ ପୁଜାକର୍ବା ଲକ୍ ଦିନ୍ରାତି ପୁଣ୍ଡି ନାପାରତ୍ । ଜେନ୍ତିକି ତାର୍ ନାଉଁର୍ ନେଇରଇବା ଲକ୍ମନର୍ପାଇ ମିସା । အခန်းကိုကြည့်ပါ။ |
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।