ପର୍କାସିତ 14:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।” အခန်းကိုကြည့်ပါ။ |