ପର୍କାସିତ 14:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ତାର୍ପଚେ ବେଦିଟାନେଅନି ଜଇ ଦେକାରକା କର୍ବା ଆରିଗଟେକ୍ ଦୁତ୍ ଆଇଲା । ସେ ଆଉଲିଅଇକରି ଲାଗନ୍ ଇଲା ଦାରିରଇବା ଦୁତ୍କେ କଇଲା “ଦର୍ତନିଟାନେ ରଇବା ଅଙ୍ଗୁର୍ବାଡର୍ ଅଙ୍ଗୁର୍ ପାଚ୍ଲାଆଚେ । ତର୍ ଇଲାଦାରି କାଟିନେ ।” အခန်းကိုကြည့်ပါ။ |