ପର୍କାସିତ 14:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆରି ସର୍ଗେ ଅନି ମୁଇ ଗଟେକ୍ ସବଦ୍ ସୁନ୍ଲି । ସେଟା ଗଟେକ୍ ଜବର୍ ଗଡ୍ଗଡି ଅଇ ବଡ୍ ସବଦର୍ ପାରା ଆରି ଜବର୍ ପାନି ଅଦର୍ଲାପାରା ରଇଲା । ବିଣା ବାଜ୍ଲେ ସବଦ୍ ଅଇବା ଗିତ୍ପାରା ସୁନି ଅଇଲା । အခန်းကိုကြည့်ပါ။ |
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।