ପର୍କାସିତ 14:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେ ୧୪୪,୦୦୦ ଲକ୍ମନ୍ ବସ୍ବା ଜାଗାର୍ ଚାର୍ଟା ବଁଚିରଇବା ପସୁମନର୍, ପାର୍ଚିନ୍ମନର୍ ମୁଆଟେ ଟିଆଅଇଲାଇ । ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । ସେମନ୍ ଆକା ସେ ଗିତ୍ ଜାନିରଇଲାଇ । ସେମନ୍ସେ ମୁକ୍ତି ପାଇରଇବା ଲକ୍ମନ୍ । အခန်းကိုကြည့်ပါ။ |