ପର୍କାସିତ 14:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ସେ ଆଉଲିଅଇକରି କଇଲା “ପର୍ମେସର୍କେ ଡାକ୍ପୁଟା କରା । ତାର୍ ବଡ୍ ବଡ୍ କାମର୍ ପାଇ ତାକେ ଆରାଦନା କରା । ଲକ୍ମନ୍କେ ବିଚାର୍ କର୍ବାକେ ତାର୍ ବେଲା କେଟ୍ଲାଆଚେ । ସରଗ୍, ଦର୍ତନି, ସମ୍ଦୁର୍, ଆରି ପାଜ୍ରା ପାନି ସବୁଜାକ ସେ ତିଆର୍କଲାଆଚେ, ତାକେ ଜୁଆର୍ କରା ।” အခန်းကိုကြည့်ပါ။ |
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।