ପର୍କାସିତ 15:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏଦେ ଦେକା ! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ । အခန်းကိုကြည့်ပါ။ |