ପର୍କାସିତ 15:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତାର୍ପଚେ ସୁକଲ୍ ତମୁ ରଇବା ସରଗର୍ ମନ୍ଦିର୍ ଉଗାଡି ଅଇରଇବାଟା ମୁଇ ଦେକ୍ଲି । အခန်းကိုကြည့်ပါ။ |
ମାତର୍ ତାକର୍ ସେବା କର୍ବା ଜାଗା ସର୍ଗେ ରଇବା ସତ୍ ବିସଇ ଅବ୍କା ଗଟେକ୍ ଚାଇପାରା । ସମାନ୍ ସେନ୍ତାରିସେ ମସାର୍ ବେଲେ ଅଇଲା । ସେ ଜେଡେବଲ୍ ଗଟେକ୍ ତୁମ୍କୁଡିଆ ତିଆର୍ କର୍ବାକେ ଜାଇତେରଇଲା, ପରମେସର୍ ତାକେ ତିଆର୍ଲା, “ଜାଗ୍ରତ୍ ! ତୁଇ ସୁକଲ୍ ତୁମ୍କୁଡିଆଇ ଜେତ୍କି କର୍ସୁ ବଇଲେ, ମୁଇ ତକେ ସେଟା ପର୍ବତେ ଦେକାଇଲା ରକାମ୍ କର୍ବାର୍ ଆଚେ ।”