7 ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେ ଗଟେକ୍ ସବୁବେଲର୍ ପର୍ମେସରର୍ ରିସାସଙ୍ଗ୍ ବର୍ତି ଅଇରଇବା ସାତ୍ଟା ସୁନାର୍ ଗିନା, ସେ ସାତ୍ଟା ଦୁତ୍ମନ୍କେ ଦେଲା ।
ଆମେ ତମର୍ଲଗେ ଆଇଲାବେଲେ ତମେ ଜେନ୍ତି ଆଲାଦର୍ସଙ୍ଗ୍ ଡାକିରଇଲାସ୍ ଆରି ଚୁଚା ପାକ୍ନାମନ୍ ପୁଜା କର୍ବାଟା ଚାଡିକରି ଜିବନ୍ ରଇବା ପର୍ମେସର୍କେ ଉପାସନା କର୍ବାକେ ଆଗ୍ତୁ ଆସିରଇଲାସ୍ । ଏ ସବୁ ବିସଇ ତେଇର୍ ଲକ୍ମନ୍ କାତା ଅଇଲାଇନି ।
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।
ପର୍ମେସରର୍ ନାଉଁ ଦାରି ସେ ଗଟେକ୍ ସପତ୍ କଲା । ପର୍ମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେ ସର୍ଗେ ରଇବାଟା, ଦର୍ତନିତେଇ ରଇବାଟା ଆରି ସମ୍ଦୁରେ ରଇବା ସବୁଜାକ ତିଆର୍ କଲା । ସେ ଦୁତ୍ କଇଲା, “ଆରି ଅଲ୍ସମ୍ ନ ଅଏ ।”
ସେମନ୍ ପର୍ମେସରର୍ ମଦ୍ କାଇବାଇ । ଜନ୍ଟାକି ପାନି ଗାବିକରି ଚପ୍ରା ନ କଲାଟା । ତାର୍ ଡର୍ ଲାଗ୍ବା ଡଣ୍ଡ୍ ଆରି ବଡ୍ ରିସା ସେମନ୍ ମୁରଚ୍ବାଇ । ସେମନ୍କେ କାଇ ଦୟା ନ ଦେକାଅତ୍ । ସୁକଲ୍ ଦୁତ୍ମନର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଗନ୍ଦ୍ଟାନେ ପଡିକରି ବେସି ଦୁକ୍ କସ୍ଟ ପାଇବାଇ ।
ଏଦେ ଦେକା ! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ ।
ପର୍ତୁମ୍ ଦୁତ୍ ଗାଲା ଆରି ତାର୍ ରିସାର୍ ଗିନା ଦର୍ତନି ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା ! ଜନ୍ ଲକ୍ମନ୍ ଜେ କି ପସୁର୍ ଚିନ୍ ଗଦିଅଇରଇଲାଇ ଆରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ, ତାକର୍ ଗାଗ୍ଡେ ମୁର୍ଚି ନାପାର୍ଲା ପାରା ଉଟାନ୍ ବାରଇଲା ।
ତାର୍ପଚେ ସାତ୍ଟା ଗିନାଦାରିରଇବା ସାତ୍ଟା ଦୁତ୍ମନର୍ ବିତ୍ରେ ଅନି ଗଟେକ୍ ଦୁତ୍ ମକେ ଆସିକରି କଇଲା, “ଇତି ଆଉ ।” ସେ ଡାକ୍ପୁଟାର୍ ବେସିଆ କେନ୍ତାରି ଡଣ୍ଡ୍ ପାଇସି, ସେଟା ମୁଇ ତକେ ଦେକାଇବି । ବେସି ଗାଡ୍ମନ୍ ମିସିରଇବା ଜାଗାଇ ସେ ନଅର୍ ତିଆର୍ ଅଇଲାଆଚେ ।
ସାତ୍ଟା ଦୁତ୍ମନର୍ ବିତ୍ରେ ଗଟେକ୍ ଦୁତ୍, ଜାର୍ ଆତେ ସାତ୍ଟା ମର୍ଡି ରଇବା ଗିନା ରଇଲା, ସେ ମକେ ଆସି କଇଲା ଆଉ ମୁଇ ତକେ କନିଆ ଦାଙ୍ଗ୍ଡିକେ ଦେକାଇବି । ସେ ଅଇଲାନି ମେଣ୍ଡାପିଲାର୍ ମାଇଜି ।
କଡେ ଚାରିଟା ପାର୍ଚିନ୍ମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମୁଆଟେ ଡାଣ୍ଡାସନ୍ ପଡି ତାକେ ଜୁଆର୍ କଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିରଇସି । ସେମନ୍ ପିନ୍ଦି ରଇବା ମୁକୁଟ୍ ବସ୍ବା ଜାଗାର୍ ମୁଆଟେ ପିଙ୍ଗିଦେଇକରି କଇଲାଇ,
ସେ ସେନ୍ତାରି କଲାକେ ସେ ଚାରିଟା ଜିବନ୍ ରଇବା ପସୁ ଆରି କଡେଚାରିଟା ପାର୍ଚିନ୍ମନ୍ ମେଣ୍ଡାର୍ ମୁଆଟେ ଡାଣ୍ଡାସନ୍ ପଡି ଜୁଆର୍ କଲାଇ । ସେମନ୍କେ ସବୁ ଲକର୍ ଆତେ ଗଟେକ୍ ଗଟେକ୍ ଡୁଡୁଙ୍ଗା ଆରି ସୁନାର୍ ଗିନାମନ୍କେ ଗନ୍ଦ୍ରସ୍ ରଇଲା । ସେଟା ଅଇଲାନି ପର୍ମେସରର୍ ଲକ୍ମନ୍ ଗୁଆରି କର୍ବାଟା ।