ପର୍କାସିତ 16:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତାର୍ପଚେ ପାଁଚ୍ ଲମର୍ ଦୁତ୍ ତାର୍ ରିସାର୍ ଗିନା ପସୁର୍ ବସ୍ବା ଜାଗାର୍ ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା ! ପସୁର୍ ରାଇଜେ ଆନ୍ଦାର୍ ଡାବିଅଇଦେଲା । ଆରି ଦୁକାର୍ ଲାଗି ଲକ୍ମନ୍ ନିଜର୍ ନିଜର୍ ଜିବ୍ ଚାବିଅଇଦେଲାଇ । အခန်းကိုကြည့်ပါ။ |
ଆରି ସେ ତମ୍କେ ପାଟାଇଦେବା ଜାଗାଇଅନି ଅବ୍ରାଆମ୍ ଇସାକ୍, ଜାକୁବ୍, ଆରି ପର୍ମେସରର୍ ଟାନେଅନି ଆସି ରଇଲା ବବିସତ୍ ବକ୍ତାମନ୍ ରଇବାଟା ଦେକ୍ସା । ମାତର୍ ପର୍ମେସର୍ ତାର୍ ରାଇଜେ ତମ୍କେ ଜାଗା ନ ଦେଏ । ଜେଡେବଲ୍ ଏଟା ଅଇସି, ସେ ବେଲା ସେଟା ଦେକି, ତମେ କାଇକାଇ କାରାପ୍ କାମ୍ମନ୍ କରି ରଇଲାସ୍ ସେଟା ସବୁ ଏତାଇ କରି ମାରିଚପିଅଇ କାନ୍ଦ୍ସା ଆରି ଦାତ୍ ମୁଣ୍ଡ୍ କାତ୍ରି ଅଇସା ।
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।