11 ତାକର୍ ଦୁକା ଆରି ଉଟାନର୍ ଲାଗି ସରଗର୍ ପର୍ମେସର୍କେ ସେମନ୍ ସାଇପ୍ ଦେଲାଇ । ମାତର୍ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ସେମନ୍ ବାଉଡତ୍ନାଇ ।
ମାତର୍ କରାପ୍ ଲକ୍ମନ୍ ଆରି ନାଡାଉମନ୍ ଅଦିକ୍ ଅଦିକ୍ କରାପ୍ ଅଇଜିବାଇ । ସେମନ୍ ଲକ୍ମନ୍କେ ନାଡାଇକରି ନିଜେ ନାଡାଇଅଇବାଇ ।
ସେଡ୍କିବେଲେ, ଏଦେ ଦେକା ! ବେସି ଦର୍ତନି ଚୁଲ୍ବୁଲି ଗାଲା । ନଅରର୍ ଦସ୍ବାଗେଅନି ଗଟେକ୍ ବାଗ୍ କୁରୁପ୍ନାସ୍ ଅଇଗାଲା । ଆରି ତେଇ ୭,୦୦୦ ଲକ୍ମନ୍ ମରିଗାଲାଇ । ବାକି ରଇଲା ଲକ୍ମନ୍ ଡରିକରି ସର୍ଗେ ରଇବା ପର୍ମେସରର୍ ବପୁକେ ଡାକ୍ପୁଟା କଲାଇ ।
ପର୍ତୁମ୍ ଦୁତ୍ ଗାଲା ଆରି ତାର୍ ରିସାର୍ ଗିନା ଦର୍ତନି ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା ! ଜନ୍ ଲକ୍ମନ୍ ଜେ କି ପସୁର୍ ଚିନ୍ ଗଦିଅଇରଇଲାଇ ଆରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ, ତାକର୍ ଗାଗ୍ଡେ ମୁର୍ଚି ନାପାର୍ଲା ପାରା ଉଟାନ୍ ବାରଇଲା ।
ଆକାସେଅନି ପଚାସ୍ କେଜି ଲାକା ରଇବା କାରାପାକ୍ନାମନ୍ ଲକ୍ମନର୍ ଉପ୍ରେ ଅଦର୍ଲା । କାରାପାକ୍ନା ଅଦର୍ଲା ବିପଦର୍ଲାଗି ଲକ୍ମନ୍ ପର୍ମେସର୍କେ ସାଇପ୍ ଦେଲାଇ । କାଇକେବଇଲେ ସେଟାଗଟେକ୍ ବଡ୍ ବିପଦ୍ ରଇଲା ।
ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ ।
ପର୍ମେସର୍ ଟାନେ ବାଉଡ ବଲି ମୁଇ ତାକେ ଜାଗ୍ଲି, ମାତର୍ ତାର୍ ବେସିଆ କାମ୍ କର୍ବାକେ ସେ ମନ୍ କଲା ।