ପର୍କାସିତ 16:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ପର୍ମେସର୍ ଲକ୍ମନର୍ ଆରି ବବିସତ୍ବକ୍ତାମନର୍ ବନି ଡାଲିଦେଲାଇ । ତେବର୍ପାଇ ତମେ ସେମନ୍କେ କାଇବାକେ ବନି ଦେଇଆଚାସ୍ । ସେମନ୍ କରିରଇବା କାମର୍ ପଲ୍ ସେମନ୍ ଆକା ପାଇଲାଇ ଆଚତ୍ ।” အခန်းကိုကြည့်ပါ။ |
ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।