ପର୍କାସିତ 16:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତାର୍ପଚେ ଚାରି ଲମର୍ ଦୁତ୍ ତାର୍ ରିସାର୍ ଗିନା ବେଲ୍ ଉପ୍ରେ ଆଜାଡ୍ଲା । ଆରି ଏଦେ ଦେକା ! ତାର୍ ଅପର୍ବଲ୍ ତାତି ସଙ୍ଗ୍ ଲକ୍ମନ୍କେ ପଡାଇଦେବାକେ ବେଲ୍ ଆଦେସ୍ ପାଇଲା । အခန်းကိုကြည့်ပါ။ |
ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।