ପର୍କାସିତ 16:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।