ପର୍କାସିତ 17:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଆରି ଜନ୍ ପସୁ ଜେ କି ଆଗ୍ତୁ ବଁଚିରଇଲା, ଆରି ଏବେ ସେ ବଁଚେନାଇ, ସେ ଅଇଲାନି ଆଟ୍ ଲମର୍ ରାଜା । ସାତ୍ଟା ରାଜାମନର୍ ବିତ୍ରେଅନି ସେ ଗଟେକ୍ । ଆରି ସେ ମିସା ବୁଡିଜାଇସି ।” အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।