ପର୍କାସିତ 17:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଦୁତ୍ ମକେ ପାଚାର୍ଲା, “କାଇକେ ତୁଇ କାବା ଅଇଗାଲୁସ୍ ? ଏ ମାଇଜିର୍ ଆରି ତାକେ ଦାରିରଇବା ପସୁର୍ କେ ନାଜାନି ରଇବା ଅରତ୍ ମୁଇ ତକେ କଇଦେବି ।” ସେ ପସୁକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା । အခန်းကိုကြည့်ပါ။ |
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।