9 “ଗଟେକ୍ ଗିଆନ୍ ରଇବା ଆରି ଚିନ୍ତା କର୍ବା ଲକ୍ସେ ଏଟା ବୁଜିପାର୍ସି । ସେ ସାତ୍ଟା ମୁଣ୍ଡର୍ ଅରତ୍ ଅଇଲାନି, ସେ ମାଇଜି ବସ୍ବା ସାତ୍ଟା କୁପ୍ଲି । ସେଟା ଅଇଲାନି ସାତ୍ଟା ରାଜାମନ୍ ମିସା ।
ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ ।
ଦାନିଏଲ୍ ବବିସତ୍ବକ୍ତା ଟିକି ନିକି ଇସାବେ ଲେକିରଇବା ସେ ବାୟାବିକଲର୍ ଦିନ୍ ତମେ ଆରି ତରେକ୍ ଦେକ୍ସା । ସେଟା ସୁକଲ୍ ଜାଗାକେ ଅସୁକଲ୍ କରିଦେଇସି । ଇତିର୍ ଅରତ୍ କାଇଟା, ପଡ୍ଲା ଲକ୍ ବୁଜା ।
ତାର୍ପଚେ ମୁଇ ସମ୍ଦୁର୍ ବିତ୍ରେ ଅନି ଗଟେକ୍ ପସୁକେ ବାରଇଆଇବାଟା ଦେକ୍ଲି । ତାକେ ଦସ୍ଟା ସିଙ୍ଗ୍ ଆରି ସାତ୍ଟା ମୁଣ୍ଡ୍ ରଇଲା । ତାର୍ ସବୁ ସିଙ୍ଗେ ଗଟେକ୍ ଗଟେକ୍ ମୁକୁଟ୍ ରଇଲା । ଆରି ମୁଣ୍ଡ୍ ଉପ୍ରେ ପର୍ମେସର୍କେ ନିନ୍ଦା କଲା ପାରା ବିନ୍ ବିନ୍ ରକାମର୍ ସାତ୍ଟା ନାଉଁ ରଇଲା ।
ସେ ପସୁର୍ ନମରର୍ ଅରତ୍ ଗଟେକ୍ ଗିଆନ୍ ରଇବା ଲକ୍ସେ ଜାନିଅଇସି । କାଇକେବଇଲେ ସେ ନମର୍ ଗଟେକ୍ ଲକର୍ ନାଉଁର୍ ବାଦୁଲେ ଆଚେ । ସେ ନମର୍ ଅଇଲାନି ୬୬୬ ।
ଆରି ଜନ୍ ମାଇଜିକେ ତୁଇ ଦେକ୍ଲୁସ୍, ସେ ଅଇଲାନି, ଜଗତର୍ ରାଜାମନ୍କେ ସାସନ୍ କର୍ବା ସେ ବଡ୍ ନଅର୍ ।
ମକେ ଆତ୍ମା ଦାରିଦେଲା ଆରି ଦୁତ୍ ମକେ ମରୁବାଲି ବୁଏଁ ଡାକିନେଲା । ଆରି ଏଦେ ଦେକା ! ତେଇ ରଙ୍ଗ୍ ପସୁର୍ ଉପ୍ରେ ଗଟେକ୍ ମାଇଜି ବସିରଇବାଟା ମୁଇ ଦେକ୍ଲି । ତାକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା । ପର୍ମେସର୍କେ ନିନ୍ଦାକର୍ବା ନାଉଁ ସେ ପସୁର୍ ଉପ୍ରେ ଲେକାଅଇରଇଲା ।
ଦୁତ୍ ମକେ ପାଚାର୍ଲା, “କାଇକେ ତୁଇ କାବା ଅଇଗାଲୁସ୍ ? ଏ ମାଇଜିର୍ ଆରି ତାକେ ଦାରିରଇବା ପସୁର୍ କେ ନାଜାନି ରଇବା ଅରତ୍ ମୁଇ ତକେ କଇଦେବି ।” ସେ ପସୁକେ ସାତ୍ଟା ମୁଣ୍ଡ୍ ଆରି ଦସ୍ଟା ସିଙ୍ଗ୍ ରଇଲା ।