ପର୍କାସିତ 18:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେ ବେସି ଆକ୍ମାରି କଇଲା, “ତାର୍ ଦସା ଅଇଲା ଆଚେ ! ସେ ବଡ୍ ବାବିଲନ୍ ମାଟିଲଗେ ମିସି ରୁନ୍ଚୁନା ଅଇଗାଲାବେ ! ସେଟା ଏବେ ମାଟିବିତ୍ରେ ତପିଅଇ ଗାଲାବେ ! ତାକେ ଏବେ ଡୁମାମନ୍ ଆରି ଅସୁକଲ୍ ଆତ୍ମାମନ୍ ବାଦାଦେଲାଇନି । ସବୁ ରକାମର୍ ଅସୁକଲ୍ ଆରି ଗିନ୍କର୍ବା ଚଡଇମନ୍ ତାର୍ ବିତ୍ରେ ବାସା ଅଇଆଚତ୍ । အခန်းကိုကြည့်ပါ။ |