ପର୍କାସିତ 19:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତାର୍ପଚେ ସର୍ଗେ ଗଟେକ୍ ଜାଗାଇ ମାନ୍ଦା ଲକ୍ ଆଉଲିଅଇକରି ଏନ୍ତାରି କଇବାଟା ମୁଇ ସୁନ୍ଲି । “ପର୍ମେସର୍କେ ଜୁଆର୍ କରା । ସେ ଆମ୍କେ ମୁକ୍ତି ଦେଲାଆଚେ । ଆମର୍ ପର୍ମେସର୍କେ ଡାକ୍ପୁଟା ଆରି ବପୁ ଅ ।” အခန်းကိုကြည့်ပါ။ |
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।