ପର୍କାସିତ 19:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତାର୍ ଟଣ୍ଡେଅନି ଗଟେକ୍ ଗଜିଆ କାଣ୍ଡା ବାରଇଲା । ସେଟାସଙ୍ଗ୍ ସେ ଏ ଜଗତର୍ ରାଇଜ୍ମନ୍କେ ଆରାଇସି । ସେ ଡାଟ୍ ସଙ୍ଗ୍ ତାକର୍ ଉପ୍ରେ ସାସନ୍ କର୍ସି । ବେସି ବପୁ ରଇବା ପର୍ମେସରର୍ ରିସା ସେମନ୍କେ ଦେକାଇସି । ସେ ତାର୍ ସତ୍ରୁମନ୍କେ ମାଣ୍ଡିକରି ରମ୍ଦିଦେଇସି । ଜେନ୍ତାରିକି ଅଙ୍ଗୁର୍ ପିଚ୍କିକରି ରସ୍ ବାର୍କରାଇସି । အခန်းကိုကြည့်ပါ။ |