19 ତାର୍ପଚେ ସେ ପସୁ, ଜଗତର୍ ରାଜାମନ୍ ଆରି ତାକର୍ ସନିଅମନ୍ ଜେ ଗଡା ଚାଲାଇତେରଇଲା ଆରି ତାର୍ସନିଅମନର୍ ସଙ୍ଗ୍ ଜୁଇଦ୍ କର୍ବାକେ ରୁଣ୍ଡ୍ଲାଟା, ମୁଇ ଦେକ୍ଲି ।
ସେମନ୍ ତାକର୍ କବର୍ ଜାନାଇଲା ପଚେ, ଗଟେକ୍ ବେସି ଡର୍ ଲାଗ୍ବା ପସୁ ପାତାଲେଅନି ବାରଇଆସି ତାକର୍ ବିରୁଦେ ଜୁଇଦ୍ କର୍ସି । ସେ ପସୁ ସେମନ୍କେ ଆରାଇକରି ମରାଇଦେଇସି ।
ସେ ଦୁଇଟା ଦୁତ୍ମନର୍ ପଚେପଚେ ଆରି ଗଟେକ୍ ଦୁତ୍ ଆସିକରି ଆଉଲି ଅଇକରି କଇବାର୍ ଦାର୍ଲା, ଜେ ଜଦି ପସୁକେ କି ତାର୍ ମୁର୍ତିକେ ପୁଜା କର୍ସି ଆରି ନିଜର୍ କାପାଲେ କି ତାର୍ ଆତେ ତାର୍ ଚିନ୍ ଗଦାଇଅଇସି,
ସେମନ୍ କାବାଅଇଜିବା କାମ୍ କର୍ବା ଡୁମାମନର୍ ଆତ୍ମାମନ୍ । ଏ ତିନ୍ଟା ଆତ୍ମା ଜଗତେ ରଇବା ସବୁ ରାଜାମନର୍ଟାନେ ଗାଲାଇ । ବେସି ବପୁ ରଇବା ପର୍ମେସରର୍ ବଡ୍ ଦିନର୍ ଜୁଇଦେ ସେ ଆତ୍ମାମନ୍ ସବୁ ରାଜାମନ୍କେ ଟୁଲିଆଇ ଆନ୍ବାଇ ।
ତାର୍ପଚେ ଆତ୍ମାମନ୍ ସବୁ ରାଜାମନ୍କେ ଗଟେକ୍ ଜାଗାଇ ଟୁଲିଆଇ ଆନ୍ଲାଇ । ଏବ୍ରି ବାସାଇ ସେ ଜାଗାର୍ ନାଉଁ ଅଇଲାନି ଅମିଗର୍ଦନ୍ ।
ତାର୍ ବେସିଆ କାମେ ଆରି ଲାଲ୍ସା ଅଇ ମିସ୍ଲା ଜେତ୍କି ରାଜାମନ୍ ସେ ଜଇଲଗେ ପଡ୍ଲାତେଇଅନି ବାରଇବା ଦୁଆଁ ଦେକିକରି ଆକ୍ମାରି କାନ୍ଦ୍ବାଇ ।
ଗଡା ଚାଲାଉର୍ ଟଣ୍ଡେଅନି ବାରଇ ଆଇବା କାଣ୍ଡା ସଙ୍ଗ୍ ତାକର୍ ସନିଅମନ୍ ମରିଗାଲାଇ । ସବୁ ଚଡଇମନ୍ ତାକର୍ ମାଉଁସ୍ ପେଟ୍ପୁର୍ତେ କାଇଲାଇ ।