21 ଗଡା ଚାଲାଉର୍ ଟଣ୍ଡେଅନି ବାରଇ ଆଇବା କାଣ୍ଡା ସଙ୍ଗ୍ ତାକର୍ ସନିଅମନ୍ ମରିଗାଲାଇ । ସବୁ ଚଡଇମନ୍ ତାକର୍ ମାଉଁସ୍ ପେଟ୍ପୁର୍ତେ କାଇଲାଇ ।
ସେ ତାର୍ ଉଜା ବାଟର୍ ଆତେ ସାତ୍ଟା ତାରା ଦାରି ରଇଲା, ଆରି ତାର୍ ଟଣ୍ଡେ ଅନି ଦୁଇବାଟେ ଦାର୍ ରଇବା ତିପ୍ତିପା କାଣ୍ଡା ବାରଇତେ ରଇଲା । ଆରି ତାର୍ ମୁଁ ମୁଇଦାନିଆର୍ ବେଲ୍ପାରା ଜଲ୍କି ଜାଇତେ ରଇଲା ।
ତୁଇ ଦେକିରଇବା ଦସ୍ଟା ସିଙ୍ଗ୍ ଆରି ସେ ପସୁ, ବେସିଆକେ ଗିନ୍ କର୍ବାଇ । ତାର୍ଟାନେ ରଇବାଟା ସବୁ ଚାଡାଇନେଇ ଡୁମ୍ଣ୍ଡା କର୍ବାଇ । ତାର୍ ମାଉଁସ୍ କାଇକରି ତାକେ ଜଇଟାନେ ପଡାଇଦେବାଇ ।