ପର୍କାସିତ 19:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତାର୍ପଚେ ଦୁତ୍ ମକେ କଇଲା, “ଏଟା ଲେକି ସଙ୍ଗଇର । ମେଣ୍ଡାପିଲାର୍ ବିବା ବଜିକେ ଜେତ୍କି ଲକ୍କେ ଡାକ୍ରା ଅଇଲାଆଚେ । ସେମନ୍ କେଡେକ୍ ନିକ କରମର୍ ଲକ୍ ।” ଆରି ଦୁତ୍ କଇଲା, “ଏଟା ପର୍ମେସରର୍ ସତ୍ ବାକିଅ ।” အခန်းကိုကြည့်ပါ။ |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”