ପର୍କାସିତ 2:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ସେ କଇଲା, ଏପିସସ୍ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ସାତ୍ଟା ତାରାକେ ମୁଇ ମର୍ ଉଜାବାଟେ ଦାରିରଇବି । ସାତ୍ଟା ସୁନାର୍ ବତିଡାଣ୍ଡି ମଜାଇ ଇଣ୍ଡ୍ତେରଇବି । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”