21 ପର୍ମେସର୍ ଟାନେ ବାଉଡ ବଲି ମୁଇ ତାକେ ଜାଗ୍ଲି, ମାତର୍ ତାର୍ ବେସିଆ କାମ୍ କର୍ବାକେ ସେ ମନ୍ କଲା ।
ପରମେସର୍ ମିସା ଟିକ୍ ସେନ୍ତିସେ କଲାଆଚେ । ଜେଡେବେଲେ ତାର୍ ରିସା ଆରି ବପୁ ଦେକାଇବାକେ ମନ୍ କର୍ତେ ରଇଲା, ଜେତ୍କି ଲକ୍ ତାର୍ ରିସାର୍ ଆଣ୍ଡିତେଇ ଅଦ୍ରି ନସ୍ଟ ଅଇବାକେ ରଇଲା, ସେମନର୍ ପାଇ ପରମେସର୍ ବେସି ଜିବନ୍ଦୁକାଇଲା ।
ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ ।
ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ ।
ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
ତାକର୍ ଦୁକା ଆରି ଉଟାନର୍ ଲାଗି ସରଗର୍ ପର୍ମେସର୍କେ ସେମନ୍ ସାଇପ୍ ଦେଲାଇ । ମାତର୍ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ସେମନ୍ ବାଉଡତ୍ନାଇ ।
ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ ।