ପର୍କାସିତ 2:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତେବର୍ପାଇ ମୁଇ ତାକେ ବଡ୍ ବେମାର୍ ଦାରାଇବି । ଜେନ୍ତାରି କି ସେ ସଇଲାତେଇଅନି ଉଟିନାପାରେ । ତାର୍ ସଙ୍ଗ୍ ଜେତ୍କି ଲକ୍ମନ୍ ପାପ୍ କରିରଇଲାଇ, ମୁଇ ସେମନ୍କେ ବେସି ଦୁକ୍ କସ୍ଟ ଦେବି । ତାର୍ କରାପ୍ ଚଲାଚଲ୍ତିଟାନେ ମିସିରଇବା ଜେତ୍କି ଲକ୍ମନ୍ ନ ବାଉଡ୍ଲେ, ଏ ସବୁଜାକ ମୁଇ ଏବେସେ କର୍ବି । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।