24 ମାତର୍ ତିଆଟିଆଇ ରଇବା, ତମେ ବାକି ଲକ୍ମନ୍ ଏ କରାପ୍ ସିକିଆ ମାନାସ୍ନାଇ । ସଇତାନର୍ ଟିକିନିକି ସିକିଆ ବଲି ଲକ୍ମନ୍ ମାନ୍ବା ସିକିଆ ତମେ ମାନାସ୍ନାଇ । ତେବର୍ପାଇ ତମେ ମାନ୍ବାକେ ବେସି ଆଦେସ୍ ମୁଇ ନ ଦେଇ ।
କେତେଟା ଦର୍କାର୍ ରଇଲା ନିୟମ୍ ଚାଡି, ତମର୍ ଉପ୍ରେ ଆରି କାଇମିସା ବଜ୍ ନ ଲାଦ୍ବାକେ ଆମେ ସୁକଲ୍ଆତ୍ମାଇ ଅନି ଚାଲ୍ନା ପାଇଲୁଆଚୁ ।
ସେମନର୍ ବିତ୍ରେଅନି ତୁୟଟିରା ଗଡର୍ ଲୁଦିଆ ନାଉଁର୍ ଗଟେକ୍ ମାଇଜି, ଆମର୍ କାତା ସୁନ୍ତେରଇଲା । ସେ ବେସି ଦାମ୍ ଅଇବା ଜାମ୍କଲିଆ ରଙ୍ଗର୍ ଲୁଗା ବିକ୍ତେରଇଲା । ସେ ପରମେସର୍କେ ପାର୍ତନା କର୍ବା, ଜିଉଦି ନ ଅଇଲା ଲକ୍ । ପାଉଲ୍ ମାପ୍ରୁର୍ କାତା କଇଲାବେଲେ ସେଟା ନାମ୍ବାକେ ମାପ୍ରୁ ତାର୍ ମନ୍ ଉଗାଡିଦେଲା ।
ମାତର୍ ଆମ୍କେସେ ପର୍ମେସର୍ ତାର୍ ଟିକିନିକି ବିସଇ ଜାନାଇଆଚେ । ସେ ସୁକଲ୍ ଆତ୍ମାସେ ସବୁ ବିସଇ ସିକାଇସି ଆରି ତାର୍ ବିତ୍ରେ ରଇବା ଟିକିନିକି ଚିନ୍ତା ମିସା କର୍ସି ।
ମୁଇ ତମର୍ ବିସଇନେଇ ବାବି ବାବି ଆଚି । କେଡେବେଲେ ତମର୍ ମନର୍ ଚିନ୍ତା କିରିସ୍ଟତେଇ ଅନି ବିନ୍ ବାଟେ ଜାଇସି ଆରି ତାର୍ପାଇ ରଇବା ତମର୍ ଆଲାଦ୍ ପୁରାପୁରୁନ୍ ମନ୍ ସଙ୍ଗ୍ ନ ରଏ । ଅବା ପାରା ତମେ ନାଡାଇଅଇସା ମିସା । ଜେନ୍ତିକି ସେ ଗଟେକ୍ ଚତୁର୍ ସାଁପର୍ କାତା ଦାରି ନାଡାଇଅଇଲା ।
ଜେନ୍ତିକି ସଇତାନ୍, ଆମର୍ ଉପ୍ରେ ଜିତି ନାପାରେ, କାଇକେବଇଲେ, ସେ କରିରଇବା ସବୁ ଜଜ୍ନା ଆମେ ଜାନ୍ଲୁନି ।
ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ସେ ଅସୁର୍ ସାଁପ୍କେ ବାଇରେ ବେଟି ପିଙ୍ଗିଦେଲାଇ । ସେ ଅସୁର୍ସାଁପ୍ ଦିଆବଲ୍ ବଲି ଡାକ୍ବା ସାଁପ୍ ରଇଲା । ଜେ କି ଗୁଲାଇ ଜଗତ୍ ନାଡାଇରଇଲା । ତାର୍ ଦୁତ୍ମନ୍କେ ଆରି ତାକେ ମିସ୍ତେ ଦର୍ତନି ଉପ୍ରେ ପିଙ୍ଗିଦେଲାଇ ।
ପର୍ତୁମ୍ ପସୁର୍ ମୁଆଟେ କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କର୍ବାକେ ତାକେ ଅଦିକାର୍ ରଇଲା । ସେ କାବା ଅଇଜିବା କାମ୍ମନର୍ ଲାଗି ଦର୍ତନିତେଇ ରଇବା ସବୁ ଲକ୍ମନ୍କେ ନାଡାଇଲା । ପର୍ତୁମର୍ ପସୁ ଜେ କି କାଣ୍ଡାସଙ୍ଗ୍ ମାରି ରଇଲେ ମିସା ଜିଇ ରଇଲା, ତାକେ ଡାକ୍ପୁଟାର୍ପାଇ ଗଟେକ୍ ମୁର୍ତି ତିଆର୍କରୁ ବଲି ସେ ଲକ୍ମନ୍କେ କଇଲା ।
ତମେ ଜନ୍ ନଅରେ ରଇଲାସ୍ନି, ସେଟା ସଇତାନର୍ ସାସନର୍ ଜାଗା ବଲି ମୁଇ ଜାନି । ମାତର୍ ସେନ୍ତାର୍ ଅଇଲେମିସା, ତମେ ମକେ ବିସ୍ବାସ୍ କଲାସ୍ନି । ବିସ୍ବାସେ ମର୍କାମ୍ କର୍ବା ଦାଙ୍ଗ୍ଡା ଆନ୍ତିପା ମର୍ ବିସଇ ସାକି ଦେଲାକେ ମରାଇରଇଲାଇ । ତମେ ରଇବା ସଇତାନର୍ ନଅରେ ତାକେ ମରାଇରଇଲେ ମିସା ତମେ ବିସ୍ବାସ୍ ଚାଡାସ୍ନାଇ ।
ତିଆଟିରା ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ପର୍ମେସରର୍ ପଅ ମୁଇ ଏ କବର୍ ମର୍ଟାନେଅନି ପାଟାଇଲିନି । ମର୍ ଆଁକି ଜଇପାରା ଜଗ୍ଜଗି ଗାଲାନି ଆରି ପାଦ୍ ରେତିରଇବା ପିତଲ୍ପାରା ଆଚେ ।
ତମର୍ ଦୁକ୍କସ୍ଟ ମୁଇ ଜାନି । ତମେ ଅର୍କିତ୍ ବଲି ମୁଇ ଜାନି । ମାତର୍ ସତଇସେ ତମେ ସାଉକାର୍ ଲକ୍ । ଜିଉଦିମନ୍ ତମର୍ କାରାପ୍ ବିସଇ କଇଲାଇନି ବଲି ମୁଇ ଜାନି । ମାତର୍ ସେମନ୍ ଆମେ ଜିଉଦି ବଲି କଇଲେମିସା ସତ୍ସେ ସେମନ୍ ପର୍ମେସରର୍ ଲକ୍ ନଅତ୍ । ମାତର୍ ସଇତାନ୍ ଦଲର୍ ଲକ୍ ।