27 ରାଇଜ୍ମନ୍କେ ଲୁଆର୍ ଡାଙ୍ଗ୍ସଙ୍ଗ୍ ସାସନ୍ କରି ମାଟିର୍ ଆଣ୍ଡିପାରା ବାଙ୍ଗାଇବାକେ ମୁଇ ଅଦିକାର୍ ଦେବି ।
“ମର୍ ବାବା ମକେ ସବୁ ବିସଇ ଦାନ୍ କଲାଆଚେ । ବାବାକେ ଚାଡି କେ ମିସା ତାର୍ ପିଲା, ମକେ ନାଜାନତ୍ । ଆରି ତାର୍ ପିଲା, ମକେ ଚାଡି କେ ମିସା ବାବାକେ ନାଜାନତ୍ । ତାର୍ ପିଲା ମୁଇ, ଜନ୍ ଲକ୍ମନର୍ ଲଗେ ବାବାକେ ଦେକାଇବି, ସେମନ୍ସେ ବାବାକେ ଚିନି ପାରତ୍ ।
ମର୍ ବାବା ପର୍ମେସର୍ ଜେନ୍ତି ସାସନ୍ କର୍ବାକେ ମକେ ତାର୍ ରାଇଜର୍ ଅଦିକାର୍ ଦେଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଅଦିକାର୍ ଦେବି ।
ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
ତାର୍ପଚେ ସେ ମାଇଜି ଗଟେକ୍ ପିଲାକେ ଜନମ୍ ଦେଲା । ସେ ପିଲା ଜଗତର୍ ସବୁ ରାଇଜ୍ ଗଟେକ୍ ଲୁଆର୍ ଡାଙ୍ଗ୍ସଙ୍ଗ୍ ସାସନ୍ କର୍ସି । ମାତର୍ ଚାଡାଇକରି ପର୍ମେସର୍ ବସ୍ବା ଜାଗାଇ ନିଆଅଇଲା ।
ତାର୍ ଟଣ୍ଡେଅନି ଗଟେକ୍ ଗଜିଆ କାଣ୍ଡା ବାରଇଲା । ସେଟାସଙ୍ଗ୍ ସେ ଏ ଜଗତର୍ ରାଇଜ୍ମନ୍କେ ଆରାଇସି । ସେ ଡାଟ୍ ସଙ୍ଗ୍ ତାକର୍ ଉପ୍ରେ ସାସନ୍ କର୍ସି । ବେସି ବପୁ ରଇବା ପର୍ମେସରର୍ ରିସା ସେମନ୍କେ ଦେକାଇସି । ସେ ତାର୍ ସତ୍ରୁମନ୍କେ ମାଣ୍ଡିକରି ରମ୍ଦିଦେଇସି । ଜେନ୍ତାରିକି ଅଙ୍ଗୁର୍ ପିଚ୍କିକରି ରସ୍ ବାର୍କରାଇସି ।