1 ତାର୍ପଚେ ଏଦେ ଦେକା ! ସର୍ଗେଅନି ଗଟେକ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାର୍ଲଗେ ପାତାଲର୍ କୁଚିକାଡି ଆରି ଗଟେକ୍ ବଜ୍ ରଇବା ସିକ୍ଲି ରଇଲା ।
ଆରି ଜିସୁ ଜେନ୍ତିକି ସେମନ୍କେ ପାତାଲେ ଜିବାକେ ଆଦେସ୍ ନ ଦେଏ, ଏଟାର୍ ପାଇ ସେମନ୍ ତାକେ ବାବୁଜିଆ କର୍ବାର୍ ଦାର୍ଲାଇ ।
ପୁର୍ବେ କେତେଟା ଦୁତ୍ମନ୍ ଜେଡେବେଲେ ପାପ୍ କରିରଇଲାଇ, ପର୍ମେସର୍ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡିଦେଏ ନାଇ । ମାତର୍ ସେମନ୍କେ ନର୍କେ ପିଙ୍ଗିଦେଲା । ସେମନ୍କେ ବିଚାର୍ କରି ଡଣ୍ଡ୍ଦେବା ଦିନ୍ ଜାକ ସେ ସେମନ୍କେ ବନ୍ଦିକରି ଆନ୍ଦାରେ ସଙ୍ଗଇସି ।
ସେତ୍କିସେ ନଏଁ ସେ ଦୁତ୍ମନ୍କେ ମିସା ଡଣ୍ଡ୍ ଦେଇରଇଲା । ପର୍ମେସର୍ ସେମନ୍କେ ଜେତ୍କି ଅଦିକାର୍ ସର୍ପି ଦେଇରଇଲା, ସେମନ୍ ତାର୍ତେଇଅନି ଅଦିକ୍ ନେଲାଇ । ଆରି ତାକର୍ ଦେଇରଇବା ଜାଗା ଚାଡ୍ଲାଇ । ସେ ସେମନ୍କେ ବିଚାର୍ କର୍ବା ଦିନ୍ ଜାକ, ଗଟେକ୍ ଆନ୍ଦାରର୍ ଜାଗାଇ, କେ ବାଙ୍ଗାଇ ନାପାର୍ଲା ପାରା, ସିକ୍ଲି ସଙ୍ଗ୍ ବାନ୍ଦିଆଚେ ।
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।
ତାର୍ପଚେ ଏଦେ ଦେକା ! ସର୍ଗେଅନି ଆରି ଗଟେକ୍ ବଡ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାକେ ଗଟେକ୍ ବାଦଲ୍ ଗୁଡାଇରଇଲା ଆରି ମୁଣ୍ଡେ ଗଟେକ୍ ଇନ୍ଦର୍ଦୁନୁ ଗୁଡିଆଇ ଅଇରଇଲା । ତାର୍ ମୁ ବେଲ୍ ପାରା ରଇଲା । ତାର୍ ଗଡ୍ମନ୍ ଜଇର୍ କୁନାଦି ପାରା ରଇଲା ।
ତାର୍ପଚେ ଏଦେ ଦେକା ! ସର୍ଗେଅନି ଆରି ଗଟେକ୍ ଦୁତ୍ ଉତ୍ରିଆଇବାଟା ମୁଇ ଦେକ୍ଲି । ତାକେ ବେସି ଅଦିକାର୍ ରଇଲା । ଆରି ତାର୍ ଉଜଲ୍ ଗୁଲାଇ ଜଗତେ ବର୍ତି ଅଇଗାଲା ।
ଦୁତ୍ ତାକେ ପାତାଲେ ପିଙ୍ଗିଦେଲା ଆରି କୁଚି ପାକାଇକରି ସିଲ୍ ମାର୍ଲା । ଏନ୍ତାରି କଲାକେ ଅଜାର୍ ବରସ୍ ନ ସାର୍ତେ ସେ ବିନ୍ ବିନ୍ ରାଇଜର୍ ଲକ୍ମନ୍କେ ଆରି ନାଡାଇ ନାପାରେ । ତାର୍ପଚେ ଚନେକର୍ପାଇ ତାକେ ଚାଡିଦେବାଇ ।