ପର୍କାସିତ 20:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ତାର୍ପଚେ ମୁଇ ଜେତ୍କି ମଲା ବଡ୍ ସାନ୍ ଲକ୍କେ ଦେକ୍ଲି । ସେମନ୍ ବସ୍ବା ଜାଗାର୍ ମୁଆଟେ ଟିଆଅଇରଇବାଟା ମୁଇ ଦେକ୍ଲି । ବଇମନ୍ ଉଗାଡି ଅଇଲା, ଜିବନ୍ ରଇବା ଲକ୍ମନର୍ ବଇ ମିସା ଉଗାଡି ଅଇଲା । ସେମନ୍ କଲା କାମ୍ ଇସାବେ ମଲା ଲକ୍ମନ୍କେ ବିଚାର୍ କଲାଇ । ସେମନ୍ କରିରଇବା କାମ୍ମନ୍ ବଇଟାନେ ଆଗ୍ତୁଅନି ଲେକା ଅଇରଇଲା । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ଜିଉଦି ନ ଅଇଲା ଲକ୍ମନ୍ ବେସି ରିସା ଅଇଜାଇରଇଲାଇ ।” କାଇକେବଇଲେ ଏବେ ରିସା ଅଇବା ପାଲି ତମର୍ଟା । ଏବେ ମଲା ଲକ୍ମନର୍ ବିଚାର୍ ଅଇସିବେ । ବବିସତ୍ବକ୍ତାମନ୍ ଜେ କି ତମର୍ ଦାଙ୍ଗ୍ଡା ଅଇରଇଲାଇ, ସେମନ୍କେ ପୁରୁସ୍କାର୍ ଦେବା ବେଲା କେଟ୍ଲା । ତକେ ଜେତ୍କି ନାମ୍ବା ଲକ୍, ବଡ୍ସାନ୍ ସମାନ୍ ଅଇକରି ଦର୍ତନିକେ ବିନାସ୍ କରିରଇବା ଲକ୍ମନ୍ ଏବେ ନିଜେ ବିନାସ୍ ଅଇବାଇ ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।