13 ତାର୍ ପଚେ ସମ୍ଦୁରେ ଜେତ୍କିଲକ୍ ମରିରଇଲାଇ, ସେମନ୍ ବାରଇଆଇଲାଇ । ମରନ୍ ଆରି ପାତାଲ୍ ମିସା ସେମନ୍ ଦାରିରଇବା ମଲାଲକ୍ମନ୍କେ ଚାଡିଦେଲାଇ । ସେମନ୍କେ ସବୁକେ କରିରଇବା କାମ୍ ଇସାବେ ବିଚାର୍ନା କଲାଇ ।
ଏ କପର୍ନାଉମର୍ ଲକ୍ମନ୍ ! ତମେ କାଇ ନିଜେ ସର୍ଗେ ଜିବାକେ ଚେସ୍ଟା କଲାସ୍ନି ? ତମେ ନର୍କେ ପିଙ୍ଗା ଅଇସି । ତମର୍ ବିତ୍ରେ ମୁଇ ଜନ୍ କାବାଅଇଜିବା କାମ୍ମନ୍ କରିରଇଲି, ସେଟା ଜଦି ସଦମ୍ ଗଡେ କରି ରଇଲେ, ସେ ଗଡ୍ ଆଜିକେ ଜାକ ରଇତା ।
ନର୍ପିଲା ମୁଇ ବାବା ପର୍ମେସରର୍ ଡାକ୍ପୁଟା ପାଇ ସରଗ୍ ଦୁତ୍ମନର୍ ସଙ୍ଗ୍ ଆରି ତରେକ୍ ଆଇବି । ସେଡ୍କି ବେଲେ ମୁଇ ସବୁ ଲକର୍ କରିରଇବା କାମ୍ ଦେକି ପୁରୁସ୍କାର୍ ଦେବି ।
ସାରାସାରି ପଚେ ସତ୍ରୁମନ୍ ମିସା ଆରିଜିବାଇ ।
ମୁଇସେ ଜିବନ୍ ରଇବା ଲକ୍ । କାଇକେବଇଲେ ମୁଇ ମରିରଇଲି ମିସା ଦେକା କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିକରି ଆଚି । ମର୍ ଆତେ ମରନର୍ ଆରି ପାତାଲର୍ କୁଚିକାଡି ଆଚେ । ମରିରଇବା ସବୁ ଲକ୍ମନର୍ ଉପ୍ରେ ଆରି ମଲାଲକ୍ମନ୍କେ କନ୍ତି ପାଟାଇବାର୍, ସେଟା ମର୍ ଅଦିକାର୍ଆଚେ ।
ତାର୍ବାଟେ ଜାଇତେରଇବା ସବୁ ଲକ୍ମନ୍କେ ମୁଇ ମରାଇବି । ସେନ୍ତାରି ସବୁ ଲକର୍ ଚିନ୍ତା ଆରି ମନ୍ ଜାନ୍ବା ଲକ୍ ମୁଇସେ ବଲି ସବୁ ମଣ୍ଡଲି ଜାନ୍ବାଇ । ତମେ କରିରଇବା କାମ୍ ଇସାବେ ମୁଇ ତମ୍କେ ବାଉଡାଇବି ।
ତାର୍ପଚେ ମୁଇ ଜେତ୍କି ମଲା ବଡ୍ ସାନ୍ ଲକ୍କେ ଦେକ୍ଲି । ସେମନ୍ ବସ୍ବା ଜାଗାର୍ ମୁଆଟେ ଟିଆଅଇରଇବାଟା ମୁଇ ଦେକ୍ଲି । ବଇମନ୍ ଉଗାଡି ଅଇଲା, ଜିବନ୍ ରଇବା ଲକ୍ମନର୍ ବଇ ମିସା ଉଗାଡି ଅଇଲା । ସେମନ୍ କଲା କାମ୍ ଇସାବେ ମଲା ଲକ୍ମନ୍କେ ବିଚାର୍ କଲାଇ । ସେମନ୍ କରିରଇବା କାମ୍ମନ୍ ବଇଟାନେ ଆଗ୍ତୁଅନି ଲେକା ଅଇରଇଲା ।
ତାର୍ପଚେ ମଲା ଲକର୍ ଜାଗାଇଅନି ଆଇଲା ସବୁଲକର୍ ଗାଗଡ୍ ଆରି ଆତ୍ମା, ଜଇର୍ ଗାଡେ ପିଙ୍ଗ୍ଲାଇ । ସେ ଗାଡ୍ ଅଇଲାନି ଦୁଇ ଲମରର୍ ମରନ୍
ସେ ତାକର୍ ଆଁସୁ ପୁଚିଦେଇସି । କେ ଆରି ନ ମରତ୍ । କାନ୍ଦାବୁବା, ଦୁକାସୁକା ନ ରଏ । ପୁର୍ନା ବିସଇ ଆରି ନ ଡିସେ ।
ତେଇ ମୁଇ ଦେକ୍ଲି, ଏଦେ ଦେକା ! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା ।