ପର୍କାସିତ 20:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।