9 ସେମନ୍ ଗୁଲାଇ ଜଗତେ ବିଚି ଅଇବାଇ । ଆରି ପର୍ମେସରର୍ ଲକ୍ ବାସାଅଇରଇବା ଜାଗାଇ ଆରି ସେ ମନ୍କର୍ବା ନଅରର୍ ଚାରିବେଟ୍ତି ଆଇବାଇ । ମାତର୍ ଏଦେ ଦେକା ! ସର୍ଗେଅନି ଜଇ ଅଦ୍ରି ସେମନ୍କେ କୁରୁପ୍ନାସ୍ କଲା ।
ମାତର୍ ଲତ୍ ସଦମ୍ ନାଉଁର୍ ଗଡେଅନି ବାରଇକରି ଜିବା ଦିନେ ସେ ବାଦ୍ଲେଅନି ଜଇ ଆରି ଗନ୍ଦ୍ଗୁଲା ଆସି ଲତ୍ ଆରି ତାର୍ କୁଟୁମର୍ ଲକ୍କେ ଚାଡି ସେ ଗଡର୍ ସବୁ ଲକ୍କେ ମରାଇ ଦେଲା ।
ସେଟାର୍ପାଇ ବଲି ଏନ୍ତି ବେସି ବାଦା ଅଇଜିବା ଦିନ୍ ଆଇସି । ତମର୍ ସତ୍ରୁମନ୍ ତମର୍ ଚାରିବେଟ୍ତି ପାଚୁରି ବାନ୍ଦି ଅଟ୍କାଇବାଇ ଆରି ଚାରିବେଡ୍ତି ଅନି ତମର୍ ଉପ୍ରେ ମାଣ୍ଡି ଆଇବାଇ ।
“ମାତର୍ ଜେଡେବଲ୍ ତମେ ଜିରୁସାଲମ୍ ଗଡେ ବିରଦି ସନିଅମନ୍ ଚାରିବେଡ୍ତି କିନ୍ଦ୍ରି ରଇବାଟା ଦେକ୍ସା ବଇଲେ, ସେବେଲା ଜିରୁସାଲାମ୍ ନସ୍ଟ ଅଇବା ବେଲା ଲଗେ କେଟ୍ଲା ବଲି ଜାନା ।
ଏଟାଦେକି ଜାକୁବ୍ ଆରି ଜଅନ୍ କଇଲାଇ, “ମାପ୍ରୁ ଏଲିୟ ମିସା ଜେନ୍ତି କରିରଇଲା, ସେନ୍ତାର୍ସେ ଆମେ ବାଦ୍ଲେଅନି ଜଇ ଅଦ୍ରାଇ ସେମନ୍କେ ନାସ୍କର୍ବାକେ ତମେ ମନ୍ କଲାସ୍ନି କି ?”
ଜନ୍ଲକ୍ମନ୍ ପର୍ମେସର୍କେ ନାଜାନତ୍, ଆରି ଆମର୍ ମାପ୍ରୁ ଜିସୁର୍ ବାକିଅ ନ ମାନତ୍, ସେନ୍ତାରି ଲକ୍ମନ୍କେ ସେ ଡଣ୍ଡ୍ ଦେବାକେ ଲାଗ୍ତେରଇବା ଜଇସଙ୍ଗ୍ ଆଇସି ।
ତେବର୍ପାଇ ନଅରର୍ ବାଇରେ ଜୁ । ଆରି ତାକେ ଆମେ ବିସ୍ବାସ୍ କଲାର୍ପାଇ, ଲକ୍ମନ୍ ଜେତ୍କି ନିନ୍ଦା କଲାଟା ଆମେ ମୁର୍ଚିକରି ରଉ ।
କେ ଜଦି ସେମନର୍ ଅନିଆଇ ଦେକି ମାର୍ବାକେ ଚେସ୍ଟା କର୍ବାଇ, ତାକର୍ ଟଣ୍ଡେଅନି ଜଇ ବାର୍କରାଇ ତାକର୍ ବିରଦିମନ୍କେ ବିନାସ୍ କର୍ବାଇ । ଏନ୍ତାରି ଜେ ସେମନ୍କେ ମାର୍ବାକେ ଚେସ୍ଟା କର୍ବାଇ, ସେମନ୍ ମରିଜିବାଇ ।
ପଚର୍ ପସୁ ବଡ୍ ବଡ୍ କାବା ଅଇଜିବା କାମ୍ମନ୍ କଲା । ଦର୍ତନିଟାନେ ରଇବା ସବୁଲକ୍ ଦେକ୍ଲାପାରା ସର୍ଗେଅନି ଜଇ ବାର୍କରାଇତେରଇଲା ।