ପର୍କାସିତ 21:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଆରି ସେ ସୁକଲ୍ ନଅର୍ ଦେକ୍ଲି । ସେଟା ରଇଲା ନୁଆ ଜିରୁସାଲେମ୍ । ସର୍ଗେଅନି, ପର୍ମେସର୍ଟାନେଅନି, ସେଟା ଉତ୍ରି ଆଇତେରଇଲା । ଗଟେକ୍ ଦାଙ୍ଗ୍ଡି ଦାଙ୍ଗ୍ଡାକେ ବେଟ୍ ଅଇବାକେ ଗାଲେ କେନ୍ତାଟା ପିନ୍ଦିରଇସି, ସେନ୍ତାରି ତିଆର୍ ପିଆର୍ ଅଇରଇଲା । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।