ପର୍କାସିତ 21:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ସେ ନଅରେ ମୁଇ ଗଟେକ୍ ମିସା ମନ୍ଦିର୍ ଦେକିନାଇ । କାଇକେବଇଲେ, ତାର୍ ମନ୍ଦିର୍ ରଇଲା ମାପ୍ରୁ ପର୍ମେସର୍ । ଜେ କି ସବୁର୍ ଉପ୍ରେ ଆଚେ, ଆରି ମେଣ୍ଡାପିଲା । အခန်းကိုကြည့်ပါ။ |
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।