ପର୍କାସିତ 21:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ସେ ନଅର୍ ଉପ୍ରେ ଉଜଲ୍ ଦେବାକେ ବେଲ୍ କି ଜନ୍ ଦର୍କାର୍ ନ ରଇଲା । କାଇକେବଇଲେ, ପର୍ମେସରର୍ ମଇମା ତେଇ ଉଜଲ୍ ଦେଇତେରଇଲା ଆରି ମେଣ୍ଡାପିଲା ତେଇର୍ ବତି ରଇଲା । အခန်းကိုကြည့်ပါ။ |
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।