25 ସେ ନଅରର୍ କାପାଟ୍ମନ୍ ସବୁବେଲେ ଉଗ୍ଡା ରଇସି । ସେଟା କେବେ ମିସା ଡାବିଅଇ ନ ରଏ । କାଇକେବଇଲେ ତେଇ କେବେ ରାତି ନ ଅଏ ।
ସେ ନଅରେ ଗଟେକ୍ ବେସି ଉଁଚର୍ କତି ରଇଲା । ତେଇ ବାର୍ଟା ଗେଟ୍ ରଇଲା ଆରି ବାର୍ଟା ଦୁତ୍ମନ୍ ସେ ଗେଟ୍ମନର୍ ଦେକାରକା କର୍ତେରଇଲାଇ । ଇସ୍ରାଏଲ୍ ଲକ୍ମନର୍ ବାର୍ଟା ବଁସର୍ ନାଉଁମନ୍ ସେ ଗେଟେ ଲେକାଅଇରଇଲା ।
ଜନ୍ ଦୁତ୍ ମର୍ସଙ୍ଗ୍ କାତା ଅଇତେ ରଇଲା, ତାର୍ ଆତେ ନଗର୍କେ, ତାର୍ କାପାଟ୍ ମନ୍କେ ଆରି କତିମନ୍କେ ନାପ୍ବା, ସୁନାର୍ ନାପ୍ବା ଡାଙ୍ଗ୍ ରଇଲା ।
ସେ ନଅର୍ ଉପ୍ରେ ଉଜଲ୍ ଦେବାକେ ବେଲ୍ କି ଜନ୍ ଦର୍କାର୍ ନ ରଇଲା । କାଇକେବଇଲେ, ପର୍ମେସରର୍ ମଇମା ତେଇ ଉଜଲ୍ ଦେଇତେରଇଲା ଆରି ମେଣ୍ଡାପିଲା ତେଇର୍ ବତି ରଇଲା ।
ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ ।