ପର୍କାସିତ 21:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜନ୍ ଲକ୍ମନ୍ ଜୁଇଦ୍ କରି ଜିତ୍ବାଇ ସେମନ୍କେ ଇନାମ୍ ଦେବି, ଆରି ତାକର୍ ପର୍ମେସର୍ ଅଇବି ଆରି ସେମନ୍ ମର୍ ପିଲାଟକି ଅଇବାଇ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”