ପର୍କାସିତ 21:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।