ପର୍କାସିତ 22:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତାର୍ପଚେ ଦୁତ୍ ମକେ ଜିବନର୍ ପାନି ରଇବା ଗାଡ୍ ଦେକାଇଲା, ଜନ୍ଟା କି କାଁଚ୍ପାରା ଡିସ୍ତେରଇଲା । ପର୍ମେସରର୍ ବସ୍ବା ଜାଗାଇଅନି ଆରି ମେଣ୍ଡାପିଲାର୍ଟାନେଅନି ସେ ଗାଡର୍ ପାନି ଆଇତେରଇଲା । အခန်းကိုကြည့်ပါ။ |
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।