10 ଆରି ସେ ମକେ କଇଲା, ଏ ବଇର୍ ଜେତ୍କି ବିସଇ ତକେ ଜାନାଇଅଇଲାଆଚେ, ସେଟା କେ ନାଜାନ୍ଲା ପାରା ଲୁଚାଇ ସଙ୍ଗନାଇ । କାଇକେବଇଲେ ଏ ସବୁ ଗଟ୍ବା ବେଲା ଲଗେଆଚେ ।
ଜନ୍ଟା ମୁଇ ତମ୍କେ ଆନ୍ଦାର୍ ବେଲାଇ କଇଲିନି ସେଟା ତମେ ଉଜ୍ଲେ କୁଆ, ଆରି ଜନ୍ଟା ଲୁଚ୍ତେ ସୁନିଆଚାସ୍ ସେଟା ଗରର୍ ଚାଉନି ଉପ୍ରେ ଟିଆଅଇ କୁଆ ।
ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
ରାତି ଦାପ୍ରେ ସାରିଜାଇସିବେ, ସାକାଲ୍ ଅଇବାକେ ଗାଲାନି । ସେଟାର୍ପାଇ ଆସା, ରାତିଆ କରିରଇବା କାରାପ୍ କାମ୍ ସବୁ ଚାଡିକରି, ଉଜ୍ଲେ ଜୁଇଦ୍ କର୍ବା ଆତ୍ଆତିଆର୍ ଦାରୁ ।
କେ ମିସା ସେନ୍ତାରିକରି ତମ୍କେ ବୁଲ୍ ବାଟେ ନ ନେଅ । କାଇକେବଇଲେ ପର୍ତୁମ୍ ଦରମର୍ ପାଇ ବିରଦ୍ ଅଇସି । ତାର୍ପଚେ ବିନାସ୍ କରୁ ଜେ କି ପାପି ମୁନୁସ୍ ଆଇବା ଦର୍କାର୍ । ସେ ପାପି ମୁନୁସ୍ ନ ସାର୍ବା ମରନେ ଜାଇସି ।
ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ଏ ବଇ ପଡିକରି ତେଇ ଲେକାଅଇରଇବା ଆଗ୍କେ ଗଟ୍ବା କାତାମନ୍ ବୁଜିକରି ମାନ୍ବା ଲକ୍ମନ୍ କେଡେକ୍ କରମର୍ ଲକ୍ମନ୍ ! କାଇକେବଇଲେ ଏ ସବୁ ବିସଇ ଗଟ୍ବା ବେଲା କେଟ୍ଲା ।
ସେମନ୍ କାତା ଅଇଲା ଦାପ୍ରେ ମୁଇ ଲେକ୍ବାକେ ଆରାମ୍ ଅଇରଇଲି । ମାତର୍ ସର୍ଗେଅନି ଗଟେକ୍ ସବଦ୍ ସୁନ୍ଲି, ସାତ୍ଟା ଗଡ୍ଗଡିମନ୍ କଇଲାଟା କେ ନାଜାନ୍ଲାପାରା ସଙ୍ଗ । ସେଟା ଲେକ୍ନାଇ ।
“ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
ମୁଇ ଜଅନ୍ ସବୁକେ ଜାଗ୍ରତ୍ କରାଇଲିନି, ଆଇବା ଦିନ୍ମନ୍କେ ଗଟ୍ବା ଏ ବଇର୍ ଜେତ୍କି ବାକିଅ ଆଚେ, କେ ଜଦି ଇତି ଆରି କାଇ କାଇଟା ମିସାଇଲେ, ପର୍ମେସର୍ ଏ ବଇଟାନେ ଜନ୍ ମର୍ଡି ବିସଇ ଲେକ୍ଲାଆଚେ, ସେ ତାର୍ ପାଇବା ଡଣ୍ଡ୍ ସଙ୍ଗ୍, ଏ ମର୍ଡି ମିସା ମିସାଇସି ।
ଜେ କି ଏ ସବୁ ବିସଇର୍ ପାଇ ସାକି ଦେଇସି, ସେ କଇଲାନି ଉଁ ମୁଇ ଦାପ୍ରେସେ ଆଇଲିନି ! ସେନ୍ତାରିସେ ଅ ବେ ! ମାପ୍ରୁ ଜିସୁ ଆଉ !
ଜିସୁ କଇଲାନି, “ସୁନା ମୁଇ ଦାପ୍ରେ ଆଇଲିନି । ଏ ବଇର୍, ଆଇବା ଦିନ୍ମନ୍କେ ଗଟ୍ବା କାତା, ଜେତ୍କି ଲକ୍ ନାମ୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ।”
ମାତର୍ ସେ ମକେ କଇଲା, “ନିଚୁ । କାଇକେବଇଲେ ମୁଇ ମିସା ତମର୍ପାରା ଗଟେକ୍ ଲକ୍ସେ । ତମର୍ ଜେତ୍କି ବବିସତ୍ବକ୍ତା ବାଇମନ୍ ଆରି ଜେତ୍କି ବଇଟାନେ ରଇବା ବାକିଅମନ୍ ଆଚେ, ସେଟାମନ୍ ମାନିକରି ରଇଲାଇନି । ତାକର୍ ପାରା ମୁଇ ମିସା ଗଟେକ୍ ସେବାକାରିଆ । ପର୍ମେସର୍କେ ଜୁଆର୍ କରା ।”
ଜେ ବସ୍ବା ଜାଗାଇ ବସିରଇଲା ତାର୍ ଉଜା ଆତେ ଗୁଡିଆଇଅଇରଇବା ଗଟେକ୍ ପୁର୍ନା କାଗଜ୍ ଦେକ୍ଲି । ସେଟା ଦୁଇବାଟେ ଲେକା ଅଇରଇଲା । ଆରି ସାତ୍ଟା ସିଲ୍ ମାରି ଡାବିରଇଲାଇ ।