13 ମୁଇ ପର୍ତୁମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ଆରାମ୍ କର୍ବି ଆରି ମୁଇସେ ସାରାଇବି ।”
ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”
ତାକେ ଦେକିକରି ମୁଇ ମଲାପାରା ଅଇକରି ତାର୍ ପାଦ୍ତଲେ ଅଦ୍ରି ଗାଲି । ତାର୍ ପଚେ ସେ ମର୍ ଉପ୍ରେ ତାର୍ ଉଜା ଆତ୍ ସଙ୍ଗଇ କରି କଇଲା, ଡର୍ନାଇ, ମୁଇସେ ଆରାମ୍ ମୁଇସେ ସେସ୍ ।
ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ “ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।”
ସୁମର୍ନା ମଣ୍ଡଲିକେ ଦେକାରକା କର୍ତେରଇବା ଦୁତ୍କେ ଲେକା । ଏ କବର୍ ମର୍ଟାନେଅନି ପାଟାଇଲିନି । ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ ଆରି ସାରାଇବା ଲକ୍ ମିସା ମୁଇସେ । ମୁଇ ମରିରଇଲି ଆରି ଜିବନ୍ ଅଇକରି ଉଟ୍ଲି ।
ସେ ଆରି କଇଲା ସେଟା ସାରିଗାଲା, ମୁଇ ଅଇଲିନି ଆରାମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ସେ ଆରାମ୍ ମୁଇ ସେ ସାରାସାରି । ଜାକେ ଜଦି ସସ୍ କର୍ସି, ପାଜ୍ରାପାନି କାଇବାକେ ମୁଇ ତାକେ ଡାକିନେବି । ଏ ପାଜ୍ରାଇ ଅନି ଜନ୍ ପାନି ବାରଇସି, ସେଟା ନ ସାର୍ବା ଜିବନ୍ ଦେଇସି । ସେମନ୍କେ ସେଟା ଇନାମେ ମିଲ୍ସି ।
ଲାଉଦିକିଆ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମୁଇ ପାଟାଇଲିନି । ମୁଇ ଅଇଲିନି, ଆମେନ୍ । ମୁଇ ଅଇଲିନି ସତ୍ ବିସ୍ବାସର୍ ସାକି । ମର୍ଟାନେ ଅନି ପର୍ମେସର୍ ସବୁ ବିସଇ ତିଆର୍କଲା ।