ପର୍କାସିତ 22:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ । အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”