ପର୍କାସିତ 22:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ । အခန်းကိုကြည့်ပါ။ |
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।