ପର୍କାସିତ 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଦୁକ୍ କସ୍ଟ ଆଇଲାବେଲେ ମୁର୍ଚିକରି ରୁଆ ବଲି ମୁଇ ତିଆର୍ଲାଟା ତମେ ମାନ୍ଲାସ୍ । ସେଟାର୍ପାଇ ଜଗତର୍ ସବୁ ଲକ୍କେ ପରିକା କର୍ବାକେ ଦୁକ୍ କସ୍ଟ ଆଇବା ବେଲାଇଅନି ମୁଇ ମିସା ତମ୍କେ କାଇଟା ନ ଆଇବାକେ ରକିଆ କରି ସଙ୍ଗଇବି । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।