ପର୍କାସିତ 3:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମୁଇ ତମର୍ ଚଲାଚଲ୍ତି ଜାନି । ତମେ ବେସି କାକର୍ ନାଇ କି ବେସି ତପ୍ଲାଟା ପାରା ନାଇ, ମାତର୍ ଉସୁମ୍ ପାନିପାରା ଆଚାସ୍ । ତମେ ତପତ୍ ଉଆ, ନଇଲେ କାକର୍ ଉଆ ବଲି ମୁଇ ମନ୍ କଲିନି । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।